ଅବଲୋକନ
ଉଇକିଅଭିଧାନ, ଉଇକିପିଡ଼ିଆର ଏକ ସହଯୋଗୀ ପ୍ରକଳ୍ପ । ଓଡ଼ିଆ ଉଇକିଅଭିଧାନରେ ବର୍ତ୍ତମାନ ସୁଦ୍ଧା ୧,୦୮,୫୯୪ଟି ଶବ୍ଦ ରହିଛି । ଏହି ଶବ୍ଦ ଗୁଡ଼ିକ ଓଡ଼ିଆ ସମେତ ଆହୁରି ଅନେକ ଭାଷାରେ ରହିଛି କିନ୍ତୁ ଏହାର ଶବ୍ଦାର୍ଥ ଓ ବ୍ୟାଖ୍ୟା ଓଡ଼ିଆରେ ଅଛି । ଯଥା - ଓଡ଼ିଆ ଶବ୍ଦର ଓଡ଼ିଆ ଶବ୍ଦାର୍ଥ; ବଙ୍ଗାଳୀ ଶବ୍ଦର ଓଡ଼ିଆ ଶବ୍ଦାର୍ଥ; ଇଂରାଜୀ ଶବ୍ଦର ଓଡ଼ିଆ ଶବ୍ଦାର୍ଥ ଇତ୍ୟାଦି । ଏହି ଅଭିଧାନଟି ମୁଖ୍ୟତଃ ସ୍ଵେଚ୍ଛାସେବୀମାନଙ୍କ ଦ୍ଵାରା ତିଆରି ହୋଇଛି । ଏହାକୁ ଯେକେହି ସମ୍ପାଦନା କରିପାରିବେ ଓ ବ୍ୟବହାର ମଧ୍ୟ କରିପାରିବେ । ଏଥିପାଇଁ କୌଣସି ଶୁଳ୍କ ଦେବାକୁ ପଡେନାହିଁ ।
ଏ ମାସର ବଛାଶବ୍ଦ
ବଦଳାଇବେ, ସତଜ
ପଇକର
ଉଚଚରଣ: Paikārī
ଶବଦ ବନୟସ: ଫରସ - ପକର
ବଦଶକ - ବଶଷୟ —
କଚ ବକର କରବ ବପର; ଯଉ ବପର ବଡ ମହଜନ ଠର ସଉଦ ଆଣ ଗରହକମନଙକ ଅଳପ ଅଳପ ପରମଣର ବକର କର